ସାର କଳାବଜାରୀ ହେଉଛି କହିଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ନିୟନ୍ତ୍ରଣକୁ ଆଣିବାକୁ ଚେଷ୍ଟା କରୁଛନ୍ତି ସରକାର

ରାଜ୍ୟରେ ସାର କଳାବଜାରୀ ହେଉଥିବା ମାନିଲେ ବିଭାଗୀୟ ମନ୍ତ୍ରୀ । ଜାଣିଶୁଣି କିଛି ଲୋକ କଳାବଜାରୀ କରୁଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି । ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଆବଶ୍ୟକ ପରିମାଣର ସାର ମହଜୁଦ ଅଛି । ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ ହେବ । କିନ୍ତୁ କଳାବଜାରୀ କାରଣରୁ ଅନେକ ସମସ୍ୟା ଉପୁଜିଛି । ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି । ଅନେକ ଡିଲରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଛି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।

krushna patra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+