ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଲା ଚୂଡ଼ାନ୍ତ ବିଜ୍ଞପ୍ତି
ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି । ଗୋଟିଏ ମହାନଗର ନିଗମ ଓ ୫ ପୌରପାଳିକା ନେଇ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଥିବା ବେଳେ ବୌଦ୍ଧଗଡ଼, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର ଓ ଆସିକା ପୌରପାଳିକା ଗଠନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

More From
-
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
କଳିଙ୍ଗ ଷ୍ଟୁଡିଓ ଛକରେ ଭୟଙ୍କର ଅଗ୍ନିକାଣ୍ଡ, ଉଦ୍ଧାର କାର୍ଯ୍ୟ ଜାରି -
ନୀତି ବିଭ୍ରାଟ, ବୁଧବାର ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
ରାଜ୍ୟରେ ବଢ଼ିଛି କୁମ୍ଭୀରଙ୍କ ସଂଖ୍ୟା -
ବିଜେପିରେ ମିଶିଲେ ବାଲେଶ୍ବରର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼; ଦଳ ଛାଡ଼ିଲେ ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ଆଜି ବଜେଟ୍ ଅଧିବେଶନର ୩ୟ ଦିନ, ରହିଛି ଏକାଧିକ ବିଭାଗର ପ୍ରଶ୍ନତ୍ତୋର କାର୍ଯ୍ୟକ୍ରମ










Click it and Unblock the Notifications