ନବ ଦାସ ମାମଲାରେ ଖୁବ୍‌ଶୀଘ୍ର ଦାଖଲ ହେବ ଫାଇନାଲ୍ ରିପୋର୍ଟ ; କ୍ରାଇମ୍‌ବ୍ରାଞ୍ଚ୍ ଡିଜି

ନବ ଦାସ ମାମଲାରେ ଖୁବ୍‌ଶୀଘ୍ର ଦାଖଲ ହେବ ଫାଇନାଲ୍ ରିପୋର୍ଟ । ଏନେଇ କ୍ରାଇମ୍‌ବ୍ରାଞ୍ଚ୍ ଡିଜି ବିନୟତୋଷ ମିଶ୍ରଙ୍କ ସୂଚନା । ଅନ୍ତରୀଣ ଚାର୍ଜସିଟ୍ ବଳରେ ମାମଲାର ବିଚାର ଚାଲିଛି' । ପରିବାରର ଅଭିଯୋଗ ଓ କେତେକ ପ୍ରସଙ୍ଗ ନେଇ ତଦନ୍ତ ଚାଲିଛି' । ଏନେଇ ଖୁବ୍‌ଶୀଘ୍ର ଫାଇନାଲ୍ ରିପୋର୍ଟ ଦାଖଲ ହେବ' ।

Naba Das case
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+