କ୍ଷୁଦ୍ର ଚିଟ୍‌ଫଣ୍ଡ୍ ଜମାକାରୀଙ୍କୁ ଟଙ୍କା ପେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ

କ୍ଷୁଦ୍ର ଚିଟ୍‌ଫଣ୍ଡ୍ ଜମାକାରୀଙ୍କୁ ଟଙ୍କା ପେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । କହିଲେ ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁଛନ୍ତି ସରକାର' । ଲକ୍ଷାଧିକ ଚିଟ୍‌ଫଣ୍ଡ୍ ଜମାକାରୀ ଟଙ୍କା ପାଇ ସାରିଲେଣି । ଏବେ ସରକାର ଆଉ ୫ ଲକ୍ଷ ଜମାକାରୀଙ୍କୁ ଚିହ୍ନଟ କରିଛନ୍ତି ବୋଲି କହିଛନ୍ତି ମନମୋହନ ସାମଲ। ପର୍ଯ୍ୟାୟକ୍ରମେ ଅନ୍ୟ ଜମାକାରୀଙ୍କୁ ମଧ୍ୟ ଟଙ୍କା ଫେରାଯିବ । ବଡ଼ ଜମାକାରୀ ମଧ୍ୟ ଟଙ୍କା ଫେରିପାଇବେ ବୋଲି କହିଛନ୍ତି ମନମୋହନ ।

MANAMOHAN SAMAL
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+