ନନ୍ଦନକାନନ୍ ବଟାନିକାଲ ଗାର୍ଡେନରେ ଅଗ୍ନିକାଣ୍ଡ

ନନ୍ଦନକାନନର ବଟାନିକାଲ୍ ଗାର୍ଡେନରେ ଅଗ୍ନିକାଣ୍ଡ । ଜଙ୍ଗଲିଆ ଅଞ୍ଚଳରେ ନିଆଁ ଲାଗିଥିବା ସୂଚନା ।

ଭୁବନେଶ୍ୱର: ନନ୍ଦନକାନନର ବଟାନିକାଲ୍ ଗାର୍ଡେନରେ ଅଗ୍ନିକାଣ୍ଡ । ଜଙ୍ଗଲିଆ ଅଞ୍ଚଳରେ ନିଆଁ ଲାଗିଥିବା ସୂଚନା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଉଛନ୍ତି ବାରଙ୍ଗ ଅଗ୍ନିଶମ ଟିମ୍। ଅଗ୍ନକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି।

Nandankanan Botanical Garden

ତେବେ ଏ‍ବେ ସୁଦ୍ଧା ନିଆଁ ଲାଗିବାର ପ୍ରକୃତ କାରଣ ପର୍ଯ୍ୟନ୍ତ ଜଣାପଡିନାହିଁ । ଭୋଜି କରୁଥିବା ବେଳେ ଭୋଜି ପିଣ୍ଡିରୁ ନିଆଁ ବ୍ୟାପିଥିବା ଆଶଙ୍କା କରାଯାଉଛି ।

ଆଜି ରବିବାର ଥିବାରୁ ନନ୍ଦନକାନନରେ ପର୍ଯ୍ୟଟକଙ୍କର ମଧ୍ୟ ଭିଡ଼ ଜମିଛି। ତେବେ ନନ୍ଦନକାନରର ଶାଗୁଣା ଖୁଆଡ଼ ନିକଟବର୍ତ୍ତୀ ଅଞ୍ଚଳରେ ନିଆଁ ଲାଗିଥିବା ଜଣା ପଡିଛି । ତେବେ ଜୀବଜନ୍ତୁଙ୍କର କୌଣସି କ୍ଷତି ନହୁଏ ସେଥିପ୍ରତି ଅଧିକ ଦୃଷ୍ଟି ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+