Get Updates
Get notified of breaking news, exclusive insights, and must-see stories!

ବାଲେଶ୍ୱର ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍ ରୁ ଲାଗିଲା ନିଆଁ

ବାଲେଶ୍ୱର: ବାଲେଶ୍ୱର ମେଡିକାଲରେ ଅଗ୍ନିକାଣ୍ଡ । ଫକୀର ମୋହନ ବଡ଼ ମେଡିକାଲ କେମୋ ୱାର୍ଡରେ ନିଆଁ ଲାଗି । ଏସି ସର୍ଟସର୍କିଟରୁ ନିଆଁ ଲାଗିଥିବା ଜଣାଯାଇଛି । ପ୍ରବଳ ପୋଡ଼ାଗନ୍ଧ ଫଳରେ ହସ୍ପିଟାଲର ମେଡ଼ିସିନ ୱାର୍ଡରେ ଚିକିତ୍ସିତ ରୋଗୀ ଭୟରେ ବାହାରକୁ ଦୌଡ଼ି ପଳାଇ ଆସିଥିଲେ ।

fire accident

ଖବର ପାଇ ତୁରନ୍ତ ଦମକଳ ବାହିନୀ ଆସି ନିଆଁକୁ ଆୟତ୍ତ କରିବା ସହ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ଆରମ୍ଭ କରିଛି । ମିଳିଥିବା ସୂଚନା ମୁତାବକ ଆଜି ସକାଳେ ଏଫଏମ ମେଡିକାଲ କଲେଜର କେମୋ ୱାର୍ଡ ବାହାରେ ଲାଗିଥିବା ଏସି କମ୍ପ୍ରେସରରେ ନିଆଁ ଲାଗିଯାଇଥିଲା । ସର୍ଟସର୍କିଟରୁ ଏହି ନିଆଁ ଲାଗିଥିବା ପୋଡା ଗନ୍ଧ ହେବାରୁ ରୋଗୀମାନେ ତୁରନ୍ତ ବାହାରକୁ ଚାଲିଆସିଥିଲେ । ତେବେ ଏଥିରେ କାହାର କିଛି କ୍ଷତି ହୋଇନାହିଁ ବୋଲି ମେଡିକାଲ କର୍ତ୍ତୃପକ୍ଷ କହିଛନ୍ତି । ରୋଗୀ ଓ ସମ୍ପର୍କିୟଙ୍କ ମଧ୍ୟରେ କିଛି ସମୟ ପାଇଁ ଭୟର ବାତାବରଣ ସୃଷ୍ଟି ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+