ଭୁବନେଶ୍ବରରେ ଏକ ଘରେଇ କଲେଜରେ ଅଗ୍ନିକାଣ୍ଡ, ଘଟଣାସ୍ଥଳରେ ପହଞ୍ଚିଲା ଅଗ୍ନିଶମ ବାହିନୀ

ଭୁବନେଶ୍ବରର ଜାଗମରା ସ୍ଥିତ ଏକ ଘରୋଇ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ । AC କମ୍ପ୍ରେସରରୁ ଅଡିୟୋରିୟମରେ ନିଆଁ ଲାଗିଥିବା ସୂଚନା ମିଳିଛି । ସେହି ସମୟରେ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ସମସ୍ତ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଅଗ୍ନିଶମର ୩ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିଲେ ।

Fire
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+