Get Updates
Get notified of breaking news, exclusive insights, and must-see stories!

ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ

ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ । ଭୁବନେଶ୍ୱର ଫର୍ଚୁନ ଟାୱାର ପଛପଟେ ଏକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି । ଫର୍ଚୁନ ଟାୱାର ପଛପଟେ ଏକ ନିର୍ମାଣ ସଂସ୍ଥାର ଫାଇବର ପାଇପ ଓ ପାଣି ଟାଙ୍କିରେ ଅଗ୍ନିକାଣ୍ଡ ଘଟିଛି ।

fire

ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ତେବେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+