ଭୁବନେଶ୍ବର ୟୁନିଟ୍-୧ ପରିବା ମାର୍କେଟରେ ଅଗ୍ନିକାଣ୍ଡ

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ଧରଣର ଅଗ୍ନିକାଣ୍ଡ । ହାଟରେ ଥିବା ଅନେକ ଦୋକାନ, ପରିବା ଗୋଦାମରେ ଲାଗିଛି ନିଆଁ । ପାଲ, ତମ୍ବୁ ଯୋଗୁଁ ଭୟଙ୍କର ଭାବେ ବ୍ୟାପୁଛି ନିଆଁ । ୪୦ ରୁ ୫୦ ଟି ଦୋକାନରେ ନିଆଁ ଲାଗିଥିବା ସୂଚନା । ଏଥିସହ ନିଆଁକୁ ଆୟତ୍ତ ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ ଜାରି ରହିଛି । ଘଟଣାସ୍ଥଳରେ ୮ଟି ଅଗ୍ନିଶମ ଗାଡ଼ି ନିୟୋଜିତ ଅଛି । ସୂଚନା ଦେଇଛନ୍ତି ଆସିଷ୍ଟାଣ୍ଡ ଫାୟାର ଅଫିସର ମନୋରଞ୍ଜନ ରାଉତ୍ ।

Fire
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+