ଲୋକସେବା ଭବନରେ ଅଗ୍ନିକାଣ୍ଡ, ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା
ଲୋକସେବା ଭବନରେ ଅଗ୍ନିକାଣ୍ଡ । ସଟ୍ ସର୍ଟିକରୁ ନିଆଁ ଲାଗିଥିବା କୁହାଯାଉଛି । ଅଳ୍ପ ସମୟ ଭିତରେ ନିଆଁକୁ ଆୟତ୍ତ କରାଯାଇଥିଲା । ଗୃହ ବିଭାଗ ପ୍ରକୋଷ୍ଠରେ ନିଆଁ ଲାଗିଥିଲା । ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ କରିଥିଲେ । ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ ।

ନିଆଁକୁ ଆୟତ କରିବାରେ ସଫଳ ହୋଇଥିଲା ଅଗ୍ନିଶମ ବାହିନୀ । ତେବେ ସର୍ଟ ସର୍କିଟରୁ ଏହି ନିଆଁ ଲାଗିଥିବା କୁହାଯାଉଛି ।












Click it and Unblock the Notifications