Get Updates
Get notified of breaking news, exclusive insights, and must-see stories!

ଭବାନୀପାଟଣା ମେଡିକାଲ କଲେଜରେ ଅଗ୍ନିକାଣ୍ତ

ଭବାନୀପାଟଣା: କଳାହାଣ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ତ । ସ୍ତ୍ରୀ ରୋଗ ଏବଂ ପ୍ରସୂତି ବିଭାଗରେ ନିଆଁ ଲାଗିଥିବା ନେଇ ସୂଚନା ରହିଛି । ତେବେ ଏହି ଅଗ୍ନିକାଣ୍ତରେ କେହି ମୃତାହ ହୋଇନାହାଁନ୍ତି ହେଲେ ଡାକ୍ତରଖାନାର ସମସ୍ତ ଆସବାପତ୍ର ପୋଡ଼ି ଜଳି ନଷ୍ଟ ହୋଯାଇଛି । ଖବର ପାଇ ଅଗ୍ନିଶମ ବିଭାଗର ୩୦ ଜଣିଆ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ଏବଂ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।

 Bhawanipatna _Medical College

ସୂଚନା ଅନୁସାରେ, ବିଳମ୍ବିତ ରାତ୍ରିରେ ଏମସିଏଚରର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା । ଯାହା ପରେ ତୁରନ୍ତ ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଅନ୍ୟତ୍ର ସ୍ଥାନାନ୍ତର କରା ଯାଇଥିଲା । ଖବର ପାଇଁ ଭବାନୀପାଟଣା ଟାଉନ ଥାନା ପୋସିସ ଏବଂ ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆତ୍ତତ କରିଥିଲେ । ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ନେଇ ସନ୍ଦେହ କରାଯାଉଛି । ଅଗ୍ନିଶମ ବିଭାଗର ୩୦ ଜଣିଆ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ଏବଂ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+