କିଟ୍‌ ଛକ ସ୍ଥିତ ଏକ କର୍ପୋରେଟ୍‌ ବିଲ୍ଡିଂରେ ଅଗ୍ନିକାଣ୍ଡ; କିଟ୍‌ ଛକ ସ୍ଥିତ ଏକ କର୍ପୋରେଟ୍‌ ବିଲ୍ଡିଂରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: କିଟ୍‌ ଛକ ସ୍ଥିତ ଏକ କର୍ପୋରେଟ୍‌ ବିଲ୍ଡିଂରେ ଅଗ୍ନିକାଣ୍ଡ । ୪ର୍ଥ ମହଲାରେ ଅଗ୍ନିକାଣ୍ଡ ଘଟିଛି କିଛି ବ୍ୟକ୍ତି ଫସି ରହିଥିବା ଅନୁମାନ ହୋଇଛି । ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଲିଭା ଉଦ୍ୟମ ଜାରି ହୋଇଛି । ନିଆଁ ଲିଭାଇବାକୁ ତଥା କେହି ଫସି ରହିଥିଲେ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ।

Fire

ତେବେ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଏଯାବତ କୋଠା ମଧ୍ୟରେ ପ୍ରବେଶ କରିପାରି ନାହାନ୍ତି। ସେମାନେ ବାହାରୁ ପାଣି ପକାଇ ନିଆଁ ଲିଭାଇବାକୁ ଉଦ୍ୟମ କରୁଛି। କିନ୍ତୁ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଲା ଓ ବିଲ୍ଡିଂରେ କେତେ ଜଣ ଲୋକ ଫସି ରହିଛନ୍ତି, ସେନେଇ କୌଣସି ସୂଚନା ସାମ୍ନାକୁ ଆସିପାରି ନାହିଁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+