୨୦୨୫ ଅକ୍ଟୋବର ପରେ ପଞ୍ଜିକୃତ ବସ୍‌ରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ

ଯାତ୍ରୀବାହୀ ବସ୍‌ରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ । ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି। ବସ୍‌ରେ ଫାୟାର ଡିଟେକସନ୍ ଓ ସପ୍ରେସନ୍ ସିଷ୍ଟମ ରଖିବା ବାଧ୍ୟତାମୂଳକ। ଆପତ୍ତକାଳୀନ ପ୍ରସ୍ଥାନ ଦ୍ୱାର, କାଚ ଭାଙ୍ଗିବାକୁ ହାତୁଡ଼ି ରଖିବାକୁ ନିର୍ଦ୍ଦେଶ । ୨୦୨୫ ଅକ୍ଟୋବର ପରେ ପଞ୍ଜିକୃତ ବସ୍‌ରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ ।

Fire safety system mandatory in buses registered after October 2025
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+