ସରକାରୀ ବସ ଉପରକୁ ଗୁଳିମାଡ଼, କାରଣ ଅସ୍ପଷ୍ଟ
ଜୟପୁର:ସରକାରୀ ବସ୍ ଉପରକୁ ଅଚାନକ ଗୁଳିମାଡ଼ । ବୈପାରିଗୁଡ଼ା ଥାନାଠୁ ମାତ୍ର ୧୦୦ ମିଟର ଦୂରରେ ଗୁଳିମାଡ଼ ହୋଇଛି । ବାଲିମେଳା ଠାରୁ ବ୍ରହ୍ମପୁର ଯିବା ବେଳେ ଅଚାନକ ଗୁଳିମାଡ଼ ହୋଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ଗୁଳିମାଡ଼ର କାରଣ ସ୍ପଷ୍ଟ ହୋଇନାହାନ୍ତି । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ନେଇ ସୂଚନା ରହିଛି ।
ଗତକାଲି ରାତିରେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ଏକ ଡିଲକ୍ସ ବସ ମାଲକାନଗିରି ଜିଲ୍ଲା ବାଲିମେଳାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ସମୟରେ ବୈପାରୀଗୁଡ଼ା ଥାନା ଠାରୁ ୧୦୦ ମିଟର ଦୂରରେ ଏହି ବସ ଉପରକୁ ଗୁଳି ମାଡ଼ ହୋଇଥିଲା ।

ସୂଚନା ଅନୁସାରେ, ଗୁଳି ବସର ଝରକା ବାଜିଥିଲା । ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି । ଘଟଣା ପରେ ତୁରନ୍ତ ପୋଲିସକୁ ସୂଚନା ଦିଆଯାଇଥିଲା । ପରେ ଘଟଣାସ୍ଥଳରେ ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି । ହେଲେ ବସ୍ ଉପରକୁ କିଏ ଓ କାହିଁ ଗିଳି ମାଡ଼ କରିଥିଲା ସେ ନେଇ ବର୍ତ୍ତମାନ କୌଣସି ସୂଚନା ମିଳିନାହିଁ ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications