Big Breaking: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼, ଛାତିରେ ବାଜିଛି ଗୁଳି

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ । ଗାନ୍ଧି ଛକରେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଗଲା ବେଳେ ଗୁଳିମାଡ଼ । ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

Naba Das

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ । ଗାନ୍ଧି ଛକରେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଗଲା ବେଳେ ଗୁଳିମାଡ଼ । ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ତେବେ ବ୍ରଜରାଜନଗର ଗାନ୍ଧି ଛକ ପାଣ୍ଡି ନିକଟରେ ଗୁଳିମାଡ଼ ହୋଇଥିବା ସୂଚନା । ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଗଲା ବେଳେ ଗୁଳିମାଡ଼ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଛାତିରେ ବାଜିଛି ଗୁଳି । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଛି । ତେବେ ସ୍ବାସ୍ଥ୍ୟବସ୍ଥା ନେଇ କୌଣସି ଅପଡେଟ୍ ମିଳିପାରି ନାହିଁ ।

ଅନ୍ୟପଟେ କଣ ପାଇଁ ପୋଲିସ ଏଏସଆଇ ଗୁଳିମାଡ କରିଛନ୍ତି ସେ ନେଇ ପ୍ରଶ୍ନ ଉଠିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+