ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ, ସଚେତନ ରୁହନ୍ତୁ ଡାଇବେଟିସ୍ ରୋଗୀ
ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ରୋଗୀ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ରୋଗୀ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ରୋଗୀଙ୍କ ଶରୀରରେ ବିଭିନ୍ନ ବ୍ଲାକ୍ ଫଙ୍ଗସ୍ ଲକ୍ଷଣ ଚିହ୍ନଟ ହୋଇଛି। ଚିହ୍ନଟ ରୋଗୀଙ୍କ ବୟସ ୭୧ ବର୍ଷ ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଯାହାର ରୋଗ ପ୍ରତିରୋଧକ ଶକ୍ତି କମ୍ ଥାଏ ତାକୁ ବ୍ଲାକ ଫଙ୍ଗସ୍ ଆକ୍ରାନ୍ତ କରେ। ଡାଇବେଟିସ୍ ଭଳି ଦୂରାରୋଗ୍ୟ ଆକ୍ରାନ୍ତ ହେବା ବେଶି ସମ୍ଭାବନା ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ନୀରଜ ମିଶ୍ର କହିଛନ୍ତି। ବ୍ଲାକ ଫଙ୍ଗସରୁ ବର୍ତ୍ତିବାକୁ ହେଲେ ମାଟିରୁ ଦୂରେଇ ରହିବା ନିହାତି ଜରୁରୀ ବୋଲି ସେ ସୂଚନା ଦେଇଛନ୍ତି ।
More From
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା -
IPL 2026: ଏହି ଦିନ ଘୋଷଣା ହେଵ କାର୍ଯ୍ୟସୂଚୀ !












Click it and Unblock the Notifications