ସମୁଦ୍ରରେ ବୁଡିଲା ମାଛଧରା ବୋଟ୍ , ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ

ସମୁଦ୍ରରେ ବୁଡିଲା ମାଛଧରା ବୋଟ୍ , ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ। ସାତଭାୟା ନିକଟ ସମୁଦ୍ରରେ ତାରିଣୀ -୨ ବୋଟ୍‌ରେ ପାଣି ପଶିଯିବାରୁ ବୋଟ୍‌ଟି ବୁଡିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ବୋଟଟି ଭଦ୍ରକ ଅଞ୍ଚଳର ବୋଲି ଜଣାପଡିଛି । ସମୁଦ୍ରକୁ ବୋଟ ମାଛ ମାରିବା ପାଇଁ ଆସିଥିବା ବେଳେ ବୋଟରେ ୮ ଜଣ ମତ୍ସ୍ୟଜୀବୀ ଥିଲେ । ଦୁର୍ଘଟଣା ଘଟି ବୋଟଟି ବୁଡିଯିବାରୁ ମତ୍ସ୍ୟଜୀବୀ ମାନେ ପହଁରି କୂଳକୁ ଚାଲିଆସିଥିଲେ । ତେବେ ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଅଛନ୍ତି । ବୋଟରେ ଥିବା ମାଛ ସହ ସମସ୍ତ ଆସବାବପତ୍ର ସମୁଦ୍ରରେ ବୁଡିଯାଇଛି ।

Fishing boat capsizes in the sea

ରାଜନଗର ସାତଭାୟା ସମୁଦ୍ରରେ ବୁଡ଼ିଲା ବୋଟ୍। ସମୁଦ୍ରକୁ ବୋଟ୍ ମାଛ ମାରିବା ପାଇଁ ଆସିଥିବା ବେଳେ ବୋଟରେ ୮ ଜଣ ମତ୍ସ୍ୟଜୀବୀ ଥିଲେ। ଦୁର୍ଘଟଣା ଘଟି ବୋଟଟି ବୁଡ଼ିଯିବାରୁ ମତ୍ସ୍ୟଜୀବୀ ମାନେ ପହଁରି କୂଳକୁ ଆସିଥିବା ବେଳେ ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଅଛନ୍ତି। ବୋଟରେ ଥିବା ମାଛ ସହ ସମସ୍ତ ଆସବାବପତ୍ର ସମୁଦ୍ରରେ ବୁଡ଼ି ଯାଇଛି।

ସମୁଦ୍ରକୁ ବୋଟ୍ ମାଛ ମାରିବା ପାଇଁ ଆସିଥିବା ବେଳେ ବୋଟରେ ୮ ଜଣ ମତ୍ସ୍ୟଜୀବୀ ଥିଲେ। ଦୁର୍ଘଟଣା ଘଟି ବୋଟଟି ବୁଡ଼ିଯିବାରୁ ମତ୍ସ୍ୟଜୀବୀ ମାନେ ପହଁରି କୂଳକୁ ଆସିଥିବା ବେଳେ ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଅଛନ୍ତି। ବୋଟରେ ଥିବା ମାଛ ସହ ସମସ୍ତ ଆସବାବପତ୍ର ସମୁଦ୍ରରେ ବୁଡ଼ି ଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+