ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ, ମୃତ୍ୟୁର କାରଣ ଅସ୍ପଷ୍ଟ
ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ। ମୃତ୍ୟୁର କାରଣ ଅସ୍ପଷ୍ଟ , କୁମ୍ଭୀରଙ୍କ ପୋଷ୍ଟମର୍ଟମ କଲେ କର୍ତ୍ତୃପକ୍ଷ । ରିପୋର୍ଟ ଆସିବା ପରେ ଜଣାପଡ଼ିବ ମୃତ୍ୟୁର ପ୍ରକୃତ କାରଣ ।













Click it and Unblock the Notifications