ବରୁଣେଇରେ ବାର୍‌ହା କବଳରେ ଥିବା ୫ ପର୍ଯ୍ୟଟକ ଉଦ୍ଧାର; ଉଦ୍ଧାର କରିବାକୁ ଯାଇଥିବା ପୋଲିସ କର୍ମଚାରୀଙ୍କ ମୃତ୍ୟୁ

ଖୋର୍ଦ୍ଧା: ବରୁଣେଇରେ ବାର୍‌ହା କବଳରେ ଥିବା ୫ ପର୍ଯ୍ୟଟକ ଉଦ୍ଧାର । ବାର୍‌ହାକୁ ଘଉଡ଼ାଇ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଅଗ୍ନିଶମ ଓ ବନ କର୍ମଚାରୀ । ହିଂସ୍ର ବାର୍‌ହା ଭୟରେ ଗଛ ଉପରେ ଆଶ୍ରୟ ନେଇଥିଲେ ୫ ପର୍ଯ୍ୟଟକ। ପର୍ଯ୍ୟଟକଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ।

Five tourists rescued from Barunai
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+