ଭୁବନେଶ୍ୱରରୁ ଏହି 4 ସହରକୁ ଉଡିବ ବିମାନ
ଭୁବନେଶ୍ୱର: ନୂଆ ରୂପ ନେବ ବିଜୁ ପଟ୍ଟନାୟକ ଅନ୍ତର୍ଜତୀୟ ବିମାନ ବନ୍ଦର । ନୂଆବର୍ଷ ପୂର୍ବରୁ କାର୍ଯ୍ୟକ୍ଷମ ହେବ ନୂଆ ଟର୍ମିନାଲ ଲିଙ୍କ୍ ବିଲଡିଂ । ସିକ୍ୟୁରିଟି କ୍ଲିୟରାନ୍ସ ପାଇଁ ଆବେଦନ କରିଛନ୍ତି ବିମାନ ବନ୍ଦର କର୍ତ୍ତୃପକ୍ଷ । କ୍ଲିୟରାନ୍ସ ମିଳିବା ପରେ ପ୍ରସ୍ତୁତ ହେବ ଏସଓପି । ସମସ୍ତ ଷ୍ଟେକହୋଲ୍ଡରଙ୍କ ସହ ଆଲୋଚନା ପରେ କାମ କରିବ ଟର୍ମିନାଲ ।

ସିଆଇଏସଏଫ, କଷ୍ଟମ, ଏୟାରଲାଇନ୍ସ, ଇମିଗ୍ରେସନ ସହ କରାଯିବ ବୈଠକ । ବର୍ତ୍ତମାନ ବିମାନ ବନ୍ଦର ନୂଆ ଟର୍ମିନାଲ ଲିଙ୍କ ବିଲ୍ଡିଂ କାମ ଶେଷ ହୋଇଛି । ଏହା ସହ ଖୁବଶୀଘ୍ର ସୁରଟ, ଡେରାଡୁନ, ଚଣ୍ଡିଗଡ, ଜମ୍ମୁକୁ ଉଡିବ ନୂଆ ବିମାନ । ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା । ସୁରଟ ପାଇଁ ସ୍ଲଟ ଦେବାକୁ ଏୟାରଲାଇନ୍ସକୁ କୁହାଯାଉଛି । ବର୍ତ୍ତମାନ ସୁଦ୍ଧା 21ଟି ସହରକୁ ଭୁବନେଶ୍ବର ବିମାନ ବନ୍ଦର ସଂଯୋଗ କରିଛି ବୋଲି ସୂଚନା ଦେଇଛନ୍ତି ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications