କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା

କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । 'ପାଗ ଅନୁକୂଳ ହେଲେ କାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ'। 'ଲୋକେ ରିଲିଫ୍ ସେଣ୍ଟର୍‌ରେ ଥିବା ପର୍ଯ୍ୟନ୍ତ ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ'। 'ନଦୀରେ ଜଳସ୍ତର କମିଛି, ତଳିଆ ଅଞ୍ଚଳରୁ ପାଣି କମିବାରେ ସମୟ ଲାଗିବ' ।

suresh pujari
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+