ବନ୍ୟା ଆଶଙ୍କା: ୧୩ ନଦୀରେ ବଢୁଛି ଜଳସ୍ତର

ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଲଗାଣ ବର୍ଷା ଯୋଗୁଁ ୧୩ ନଦୀରେ ବଢୁଛି ଜଳ ସ୍ତର । ଜଳ ସ୍ତର ବୃଦ୍ଧି ଯୋଗୁଁ ରାଜ୍ୟରେ ବଢୁଛି ବନ୍ୟା ଆଶଙ୍କା ।

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଲଗାଣ ବର୍ଷା ଯୋଗୁଁ ୧୩ ନଦୀରେ ବଢୁଛି ଜଳ ସ୍ତର । ଜଳ ସ୍ତର ବୃଦ୍ଧି ଯୋଗୁଁ ରାଜ୍ୟରେ ବଢୁଛି ବନ୍ୟା ଆଶଙ୍କା । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଜଳକା, ବୁଢାବଳଙ୍ଗ, ବଂଶଧାରା ଓ ଋଷିକୂଲ୍ୟା ନଦୀର ଜଳସ୍ତର ବୃଦ୍ଧି ପାଉଛି ।

Flood Situation in Odisha

ସେପଟେ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ କିମ୍ବା ମଧ୍ୟମ ଧରଣ ବର୍ଷା ତଥା ବଜ୍ରପାତ ସହ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ସମ୍ବଲପୁର, ଦେଓଗଡ, ଅଙ୍ଗୁଲ, ସୋନେପୁର, ଢେଙ୍କାନାଳ, ଝାରସୁଗୁଡା ଏବଂ ବରଗଡ ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି ହୋଇଥି । ଏଠାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+