ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି; ଜଳସ୍ତର ୬୦୯.୭୯ ଫୁଟ୍
ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି । ଏବେ ହୀରାକୁଦ ଡ୍ୟାମ୍ର ଜଳସ୍ତର ୬୦୯.୭୯ ଫୁଟ୍ । ହୀରାକୁଦକୁ ପ୍ରବେଶ କରୁଛି ୩ ଲକ୍ଷ ୪୨ ହଜାର ୪୫୩ କ୍ୟୁସେକ ଜଳ । ନିଷ୍କାସନ ହେଉଛି ୩ ଲକ୍ଷ ୩୫ ହଜାର ୬୪୯ କ୍ୟୁସେକ ଜଳ ।













Click it and Unblock the Notifications