ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି
ହୀରାକୁଦ ଡ୍ୟାମ୍ର ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି। ଏବେ ହୀରାକୁଦ ଡ୍ୟାମ୍ର ଜଳସ୍ତର ୬୦୮.୦୪ ଫୁଟ୍। ହୀରାକୁଦକୁ ପ୍ରବେଶ କରୁଛି ୨ ଲକ୍ଷ ୩୩ ହଜାର ୮୨୪ କ୍ୟୁସେକ ଜଳ।
ନିଷ୍କାସନ ହେଉଛି ୩ ଲକ୍ଷ ୩୨ ହଜାର ୪୯୧ କ୍ୟୁସେକ ଜଳ ।













Click it and Unblock the Notifications