ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣା: ସମୀର ସାହୁଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ସମୀର ସାହୁଙ୍କୁ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ୩ ଦିନିଆ ରିମାଣ୍ଡରେ ନେବାକୁ ମଞ୍ଜୁରୀ ଦେଲେ କୋର୍ଟ ।
ଘଟଣାର ଅଧିକ ତଦନ୍ତ ପାଇଁ ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ।
ଏଫ୍‌ଏମ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ HOD ସମୀର ସାହୁ। ଜୁଲାଇ ୧୨ ତାରିଖରେ ସମୀରଙ୍କୁ କଲେଜ ପରିସରରରୁ ଗିରଫ କରିଥିଲା ।

FM student death incident Crime Branch remands Sameer Sahu for 3 days
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+