ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣା ; ପ୍ରମାଣିତ ହେଲେ ରାଜନୀତିରୁ ସନ୍ନ୍ୟାସ ନେବି କହିଲେ ସାଂସଦ

ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା । ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରେସମିଟ୍ । ଛାତ୍ରୀଙ୍କ ଅଭିଯୋଗ ପରେ ପ୍ରିନ୍ସପାଲ୍‌ଙ୍କ ସହ ତତ୍‌କାଳ କଥା ହୋଇଥିଲି। ୭ ଦିନ ଭିତରେ ରିପୋର୍ଟ ଆସିବ କହିଥିଲେ ପ୍ରିନ୍ସପାଲ୍‌ । ଘଟଣାରେ ଏସ୍‌ପିଙ୍କ ସହ ଏକାଧିକ ବାର କଥା ହୋଇଥିଲି ।

pratap sadangi

ପୁଣି ଅନୁସନ୍ଧାନ କରି ଛାତ୍ରୀଙ୍କୁ ଏତଲା ଦେବାକୁ କହିଥିଲି । ଛାତ୍ରୀ ଜଣକ ପୋଲିସରେ ଏତଲା ଦେଇନଥିଲେ । ମୁଁ ଚାପ ଦେଉଥିବା କଥା ବିରୋଧୀ ପ୍ରମାଣିତ କରନ୍ତୁ । ମୋ ନାଁରେ FIR କରନ୍ତୁ, CBI ତଦନ୍ତ କରାନ୍ତୁ । ପ୍ରମାଣିତ ହେଲେ ରାଜନୀତିରୁ ସନ୍ନ୍ୟାସ ନେଇଯିବି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+