FM କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ: AIIMS ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା, ଆଗାମୀ ୨୪ରୁ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ
ବାଲେଶ୍ବର FM କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା ।
AIIMS ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସଙ୍କ ପ୍ରତିକ୍ରିୟା। ପୀତିଡ଼ାଙ୍କୁ ICU ଭେଣ୍ଟିଲେଟର୍ରେ ରଖାଯାଇଛି।

୯୫%ରୁ ଅଧିକ ପୋଡ଼ିଛି, ସ୍ଥିତିରେ କିଛି ସୁଧାର ଆସିନି। ଇଣ୍ଟରନାଲ୍ ଆଘାତ ହୋଇଛି, କିଡ୍ନୀ ପ୍ରଭାବିତ ହୋଇଛି। ଆଗାମୀ ୨୪ରୁ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ।












Click it and Unblock the Notifications