ସାରା ରାଜ୍ୟରେ ରାଜ କରୁଛି କୁହୁଡି, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଅସ୍ତବ୍ୟସ୍ତ କରୁଛି କୁହୁଡ଼ି । ଘନ କୁହୁଡ଼ି ପାଇଁ ବାଧାପ୍ରାପ୍ତ ହୋଇଛି ଗାଡ଼ି ଚଳାଚଳ । ସକାଳୁ ସକାଳୁ କୁହୁଡ଼ି ପାଇଁ ଦୃଶ୍ୟମାନ ଦୂରତା କମ ରହିଛି । ତେଣୁ ଦୁର୍ଘଟଣାର ଭୟ ମଧ୍ୟ ବଢ଼ିଛି । ଆଜି ସକାଳ ୮ଟା ଯାଏ ୧୦ ଜିଲ୍ଲାକୁ ୟଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର । ୨୯ ତାରିଖରେ ମଧ୍ୟ ୧୪ ଜିଲ୍ଲାକୁ ଏବଂ ୩୦ ତାରିଖରେ ୪ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

Fog

ଗତ କିଛି ଦିନ ହେବ ରାଜ୍ୟରେ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି । ଆଜି ଉତ୍ତର ଓ ଉପକୂଳ ଓଡ଼ିଶା ସମେତ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ କୁହୁଡ଼ି ଲାଗି ରହିବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏବେ ଶୀତ କମ୍ ଥିବା ବେଳେ ଅଧିକ ରହୁଛି କୁହୁଡ଼ି ପ୍ରଭାବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+