ଆଉ ୨ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୧୭ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ୱାନୁମାନ କରାଯାଇଛି। ଏନେଇ ୧୭ଟି ଜିଲାକୁ ସତର୍କ ସୂଚନା ଦିଆଯାଇଛି।

Fog

ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ବାଲେଶ୍ୱର, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଅନୁଗୋଳ, ଢେଙ୍କାନାଳ ଜିଲାରେ ୨ ଦିନ କୁହୁଡ଼ି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅବଗତ କରାଯାଇଛି। ଏପରିକି ସତର୍କତାର ସହ ଗାଡି ଚଳାଚଳ କରିବାକୁ କୁହାଯାଇଛି। ସୂଚନା ଯୋଗ୍ୟ ମଙ୍ଗଳବାର ସକାଳେ ରାଜ୍ୟର ବିଭିନ୍ନ ଜିଲାରେ ଘନ କୁହୁଡି ହୋଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+