ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
ତେଲ ସରିଯିବା ଗୁଜବ ପରେ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ କାଲି ରାତିରୁ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ତେବେ ଏହାକୁ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ସେ କହିଛନ୍ତି ଯଥେଷ୍ଟ ତେଲ ମହଜୁଦ୍ ଅଛି। ବିଭ୍ରାନ୍ତିକର ତଥ୍ୟ ଉପରେ ବିଶ୍ଵାସ କରନ୍ତୁ ନାହିଁ। କେବଳ ସରକାରୀ ତଥ୍ୟ ଉପରେ ବିଶ୍ଵାସ କରନ୍ତୁ। ଆମ ପାଖରେ ଯଥେଷ୍ଟ ତେଲ ଅଛି , ଆଦୌ ଅସୁବିଧା ହେବନି। କଳାବଜାରୀ ଉପରେ ନଜର ରଖନ୍ତୁ। ଦରକାର ପଡିଲେ ଆକ୍ସନ ନେବୁ। ତେଲ, ନିତ୍ୟ ବ୍ୟବହୃତ ସାମଗ୍ରୀ ଉପରେ ନଜର ରଖିଛୁ। ଭୟଭୀତ ହୁଅନ୍ତୁ ନାହିଁ।

More From
-
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କଲା ୧୬ଟି ବିଭାଗୀୟ ପ୍ରସ୍ତାବ -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK -
ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା







Click it and Unblock the Notifications