ସବୁ ବିଦ୍ୟାଳୟରେ ଫୁଡ୍‌ ଟେଷ୍ଟିଂ ରେଜିଷ୍ଟର୍; ମା'ମାନେ ଖାଦ୍ୟ ଯାଞ୍ଚ କରିପାରିବେ

ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ । ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ତାଗିଦ୍ କରି ଗଣଶିକ୍ଷା ବିଭାଗର ଚିଠି।
ଗଚ୍ଛିତ ଥିବା ମଧ୍ୟାହ୍ନ ଭୋଜନ ସାମଗ୍ରୀର ସଠିକ୍ ମାନ ଯାଞ୍ଚ ନିର୍ଦ୍ଦେଶ ।

ପ୍ରଧାନ ଶିକ୍ଷକ, SMCଙ୍କ ଉପସ୍ଥିତିରେ CRCC ଓ BEO ଯାଞ୍ଚ କରାଇବେ । ରୋଷଶାଳାକୁ ସମ୍ପୂର୍ଣ୍ଣ ପରିଷ୍କାର ଓ ବିଶୁଦ୍ଧିକରଣ ପାଇଁ ନିର୍ଦ୍ଦେଶ ।

Food testing register in all schools mothers can check food

DEO, BEO, CRCC ନିରବଚ୍ଛିନ୍ନ କ୍ଷେତ୍ର ପରିଦର୍ଶନ କରି ଯାଞ୍ଚ କରିବେ । ସବୁ ବିଦ୍ୟାଳୟରେ ଫୁଡ୍‌ ଟେଷ୍ଟିଂ ରେଜିଷ୍ଟର୍ ରହିବ ।
ଅଭିଭାବକ ବିଶେଷ କରି ମା'ମାନେ ଖାଦ୍ୟ ଯାଞ୍ଚ କରିପାରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+