୪ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ଏହି ସବୁ ବିଶେଷ ନୀତିକାନ୍ତି ପାଇଁ

୪ ଦିନ ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିବ । ଆସନ୍ତା ୨,୩,୫ ଓ ୬ ତାରିଖରେ ମରାମତି କାମ ସ୍ଥଗିତ ରହିବ । ଏନେଇ ଏକ୍ସରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଶ୍ରୀ ପଞ୍ଚମୀ, ବନକଲାଗି ଆଦି ବିଶେଷ ନୀତି ଥିବାରୁ ସ୍ଥଗିତ ରହିବ । ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ମରାମତି କାମ ଚାଲୁ ରହିବ ।

Ratnabhandar
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+