ଏହି କାରଣ ପାଇଁ ୪ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

ଚଳିତ ମାସ ୨୧ ତାରିଖ ସୋମବାର ପଇତାଲାଗି, ମଙ୍ଗଳବାର ରାମାଭିଷେକ, ବୁଧବାର ବନକଲାଗି ଏବଂ ଗୁରୁବାର ଗୁରୁତ୍ବପୂର୍ଣ୍ଣ ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ତେଣୁ ୨୧ରୁ ୨୪ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

puri

ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ କାମ ଚାଲୁ ରହିବ। ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+