ଏୟାରପୋର୍ଟରୁ ଧରାପଡ଼ିଲା ବିଦେଶୀ ସିଗାରେଟ୍

ବିନା କଷ୍ଟମସ୍ ଚାର୍ଜରେ ସିଗାରେଟ୍ ଚାଲାଣ । ଭୁବନେଶ୍ବର ଏୟାରପୋର୍ଟରୁ ଧରାପଡ଼ିଲା ବିଦେଶୀ ସିଗାରେଟ୍ । ପୁଳା ପୁଳା ବିଦେଶୀ ସିଗାରେଟ୍ ଜବତ କଲା କଷ୍ଟମସ୍ ବିଭାଗ । ଗତକାଲି ଦୁବାଇରୁ ଭୁବନେଶ୍ବର ଆସିଥିବା ବିମାନର ୮ଜଣ ଯାତ୍ରୀଙ୍କ ଠାରୁ ସିଗାରେଟ୍ ଠାବ ହୋଇଛି ।

cigarettes

୫ଜଣ ଉତ୍ତରପ୍ରଦେଶ ରାମପୁରର ଓ ୩ ଜଣ ଦିଲ୍ଲ ଯାତ୍ରୀ । ସେମାନଙ୍କ ବ୍ୟାଗରୁ ୨୫୦ରୁ ଅଧିକ ସିଗରେଟ୍ ଜବତ ହୋଇଛି । ସମସ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମସ୍ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+