ଫରେଷ୍ଟ ଗାର୍ଡଙ୍କୁ ହତ୍ୟା ମାମଲା : ତଦନ୍ତ ନିର୍ଦ୍ଦେଶ ସହ ୩୦ ଲକ୍ଷର ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶିକାରୀ ଗୁଳିରେ ମୃତ ଫରେଷ୍ଟ ଗାର୍ଡଙ୍କ ପରିବାରକୁ ସହାୟତା ଘୋଷଣା । ୩୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ PCCFକୁ ନିର୍ଦ୍ଦେଶ । ମୃତକ ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ । ପାଟ୍ରୋଲିଂ କରୁଥିବା ବେଳେ ଶିକାରୀଙ୍କ ଗୁଳିରେ ମୃତ୍ୟୁ ହୋଇଥିଲା ।

mohan charan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+