Get Updates
Get notified of breaking news, exclusive insights, and must-see stories!

ହାଇଦ୍ରାବାଦକୁ ଏୟାରଲିଫ୍ଟ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ବିଜେପିର ବରିଷ୍ଠ ନେତା ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଗ୍ୟାସ ଜନିତ ସମସ୍ୟାରୁ ଅସୁସ୍ଥ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବର୍ତ୍ତମାନ ହାଇଦ୍ରାବାଦ ଏୟାରଲିଫ୍ଟ କରାଯାଇଥିବା ନେଇ ସୂଚନା ରହିଛି ।

Biswabhusan Harichandan

ସୂଚନା ଅନୁସାରେ, ଗ୍ୟାସ ଜନିତ ସମସ୍ୟାରୁ ପ୍ରଥମେ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଯେଉଁଠି ତାଙ୍କର ଚିକିତ୍ସା ଜାରି ଥିଲା ହେଲେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି । ନିକଟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ତାଙ୍କୁ ଭେଟିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+