ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପିରେ ମିଶିବା ନେଇ ଚର୍ଚ୍ଚା
ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା । ଆଜି ବିଜୁ ଜନତା ଦଳ ଛାଡ଼ି ସେ ବିଜେପିରେ ସାମିଲ ହୋଇପାରନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରି ପାରନ୍ତି ।













Click it and Unblock the Notifications