ପୁଅ ପଛେ ପଛେ ଚାଲିଗଲେ ମା' : ଦିବଙ୍ଗତ କଂଗ୍ରେସ ନେତା ଅଜିତଙ୍କ ମା' କ୍ଷେତ୍ରମଣୀଙ୍କ ଦେହାନ୍ତ
କିଛି ଦିନ ତଳେ ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଥିବା ବେଳେ ଏବେ ତାଙ୍କ ମା କ୍ଷେତ୍ରମଣୀଙ୍କର ଦେହାନ୍ତ ହୋଇଛି
ଭୁବନେଶ୍ୱର : ଦିବଙ୍ଗତ କଂଗ୍ରେସ ନେତା ଅଜିତ ମଙ୍ଗରାଜଙ୍କ ପରିବାରରେ ଦୁଃଖର କଳା ବାଦଲ ଢାଙ୍କି ହୋଇ ରହିଛି । କିଛି ଦିନ ତଳେ ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଥିବା ବେଳେ ଏବେ ତାଙ୍କ ମା କ୍ଷେତ୍ରମଣୀଙ୍କର ଦେହାନ୍ତ ହୋଇଛି । ଗତ ଶୁକ୍ରବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ବସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ କ୍ଷେତ୍ରମଣୀ ମଙ୍ଗରାଜଙ୍କର ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 70 ବର୍ଷ ବୟସ ହୋଇଥିଲା । କ୍ଷେତ୍ରମଣୀ ମଧ୍ୟ କୋଭିଡ ପଜେଟିଭ୍ ଆକ୍ରାନ୍ତ ହୋଇଥିଲେ ।

More From
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications