Get Updates
Get notified of breaking news, exclusive insights, and must-see stories!

ବିଜେପିରେ ସାମିଲ ହେଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ପଦ୍ମ ଧରିଲେ ସୁନନ୍ଦା। ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି।

Sunanda Das

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସୁନନ୍ଦା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିିତିରେ ସାମିଲ ହୋଇଥିବା ସୂଚନା ମିଳିଛି। ସୁନନ୍ଦା ୨୦୧୯ ମସିହାରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟିକା ହୋଇଥିଲେ। ୨୦୨୪ ନିର୍ବାଚନରେ ସୁନନ୍ଦାଙ୍କୁ ବିଜେଡିରୁ ଟିକେଟ୍ ମିଳିନଥିଲା। ଅକ୍ଟୋବର ୨୯ ତାରିଖରେ ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+