ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ: ୯୨ ବର୍ଷ ବୟସରେ ଦେହାନ୍ତ

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ ଘଟିବା ଖବର ସାମ୍ନାକୁ ଆସିଛି । ସୁରେନ୍ଦ୍ରନାଥ ନାୟକ କାକଟପୁରର ପୂର୍ବତନ ବିଧାୟକ । ତାଙ୍କର ଭୁବନେଶ୍ୱର ଟଙ୍କପାଣି ସ୍ଥିତ ବାସଭବନରେ ପରଲୋକ ଘଟିଛି । ୯୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥିଲେ । କାକଟପୁରରୁ ସେ ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Surendranath Naik

ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଛୁରିଆନା ପଂଚାୟତ ରେ ୧୭ମେ ୧୯୩୭ମସିହା ଜନ୍ମଗ୍ରହଣ କରିଥିବା ବେଳେ ପ୍ରଥମେ ଅସ୍ତରଙ୍ଗ ବ୍ଲକ ଅଧକ୍ଷ ଏହା ପରେ ବିଭିନ୍ନ ବିଭାଗ ଶିକ୍ଷା, କୃଷି, ରାଜ୍ଵଶ, ଅବକାରୀ, ପଞ୍ଚାୟତିରାଜ ଓ ଉପବାଚସ୍ପତି ପଦବୀ ରେ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+