ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ
କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି।
ସ୍ବର୍ଗତଃ ଦେବେନ୍ଦ୍ର ଶର୍ମା ତୃଣମୂଳ ସ୍ତରରେ ଜଣେ ଭଲ ସଂଗଠକ ଥିଲେ। ସେ କଂଗ୍ରେସ ଟିକେଟ୍ରେ ପଞ୍ଚଦଶ ବିଧାନସଭା(୨୦୧୪-୧୯)କୁ ନିର୍ବାଚିତ ହୋଇଥିଲେ।













Click it and Unblock the Notifications