ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ.
ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ରାସେଶ୍ୱରୀ ସ୍ନାୟୁଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ରାସେଶ୍ୱରୀ ୨୦୧୪ରେ ସମ୍ୱଲପୁର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ପରଲୋକ ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।












Click it and Unblock the Notifications