Get Updates
Get notified of breaking news, exclusive insights, and must-see stories!

ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ

ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ । ସୋନିଆଙ୍କୁ ଚିଠି ଲେଖିବା ମୋକିମଙ୍କୁ ପଡିଲା ମହଙ୍ଗା । ଦଳରୁ ବହିଷ୍କୃତ କଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଦଳୀୟ ନେତୃତ୍ବକୁ ଚ୍ୟାଲେଞ୍ଜ କରି ଅଡୁଆରେ ପଡିଲେ ମୋକିମ ।

Mohammad Mokim

ଏକ୍ସରେ କଂଗ୍ରେସ ପ୍ରଦେଶ କମିଟି ପକ୍ଷରୁ ସୂଚନା । ରାହୁଲ ଓ ଖଡ଼ଗେଙ୍କ ନେତୃତ୍ବକୁ ବି ପ୍ରଶ୍ନ କରିଥିଲେ ସେ । ଭକ୍ତଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଥିଲେ । ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICCର ଅନୁମୋଦନ କ୍ରମେ ବହିଷ୍କୃତ ହୋଇଛନ୍ତି । ସେପଟେ ଏନେଇ ତାଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+