Get Updates
Get notified of breaking news, exclusive insights, and must-see stories!

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ଅନେକ ଦିନ ଧରି ଅସୁସ୍ଥ ଥିଲେ

ପୂର୍ବତନ ବିଧାୟକାଙ୍କ ପରଲୋକ । ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି ।

ଖବର ଅନୁସାରେ, ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହିଥିବା ବେଳେ ଚିକିତ୍ସିତ ହେଉଥିଲେ । ୨୦୦୪ ରୁ ୨୦୦୯ ଯାଏ ସେ କୋରେଇର ବିଧାୟିକା ଥିଲେ । ୬୭ ବର୍ଷ ବୟସରେ ସେ ଶେଷନିଶ୍ବାସ ତ୍ୟାଗ କରିଛନ୍ତି । ଯଦି ତାଙ୍କର ରାଜନୈତିକ କ୍ୟାରିୟର କଥା ଦେଖିବା ତାହେଲେ ସେ ଭାଜପାର ପ୍ରତିନିଧି ଭାବରେ ୨୦୦୪ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ହୋଇଥିଲେ । ଏହି ବିଧାନସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହା ଯାଏ କାର୍ଯ୍ୟ କରିଥିଲେ ।

MLA Sanchita Mohanty

ସେହି ସମୟରେ ସେ ଗୃହ ପର୍ଯ୍ୟଟନ ବିଭାଗ କମିଟି, ମହିଳା ଓ ଶିଶୁ ବିକାଶ କଲ୍ୟାଣ କମିଟି ଆଦିରେ ଜଣେ ସଭ୍ୟ ଭାବରେ କାର୍ଯ୍ୟ କରିଥିଲେ । ଏହାପରେ ସଞ୍ଚିତା ୨୦୦୯ ମସିହାରେ ଓଡ଼ିଶା ବିଧାନସଭା ପାଇଁ ହୋଇଥିବା ସାଧାରଣ ନିର୍ବାଚନରେ ପୁଣିଥରେ କୋରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଭାଜପାର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ହେଲେ ସେ ପରାଜୟ ସ୍ବୀକାର କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+