ନାଲି ଆଖି ଦେଖାଇ ଏହା କରିହେବନି, ପୂର୍ବତନ ଛାତ୍ରମାନେ ଦାୟିତ୍ବବାନ ହୁଅନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ

ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପ୍ରକ୍ରିୟାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଶୈକ୍ଷିକ ବାତାବରଣ ସୃଷ୍ଟି ପାଇଁ ଯାହା ପଦକ୍ଷେପ ନେବା କଥା କରାଯାଉଛି । ଆବାହମାନ କାଳରୁ ଏହା ଚାଲିଆସିଛି, ଆମେ ସୁଧାର ପାଇଁ ଉଦ୍ୟମ କରୁଛୁ ।

ନାଲି ଆଖି ଦେଖାଇ ଏହା କରିହେବନି, ପୂର୍ବତନ ଛାତ୍ରମାନେ ଦାୟିତ୍ବବାନ ହୁଅନ୍ତୁ । ରାକିଂ ଓ ଗୁଣାତ୍ମକ ମାନ ନେଇ ଆମେ ସବୁବେଳେ ଚିନ୍ତିତ ରହୁଛୁ । ସମସ୍ତଙ୍କ ସହଯୋଗ ଆବଶ୍ୟକ, ନାଲି ଆଖି ଦେଖାଇ କରିହେବନି । କ୍ୟାମ୍ପସରେ ୮ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

former students should be held responsible Higher Education Minister

ପୁଲିସ ଅଧିକାରୀଙ୍କ ସହ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ମଧ୍ୟ ଏହି ଚଢ଼ଉରେ ସାମିଲ ରହିଛନ୍ତି। ଏହି କାରଣରୁ ଆଜି ଦିନ ୧.୩୦ ପର୍ଯ୍ୟନ୍ତ ବିଶ୍ଵବିଦ୍ୟାଳୟର ସମସ୍ତ କ୍ଲାସକୁ ରଦ୍ଦ କରିଛନ୍ତି ପିଜି କାଉନସିଲ। ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଏହି କାମରେ ନିୟୋଜିତ ହୋଇଛନ୍ତି ୫ ଏସିପି, ୪ ଜଣ ଆଇଆଇସି ଓ ୧୩ ଏଏସ୍ଆଇ। ଜୋନ ୫ ଏସିପି ବିଶ୍ବରଂଜନ ସେନାପତି କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ କାର୍ଯ୍ୟ କରିବେ। ବରିଷ୍ଠ ପୁଲିସ ଅଧିକାରୀ ଅନୁପ କାନୁନଗୋ ସମ୍ପୂର୍ଣ୍ଣ ସୁରକ୍ଷା ଦୟିତ୍ୱକୁ ତୁଲାଉଥିବା ଜଣାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+