ହୁତୁ ହୁତୁ ହୋଇ ଜଳିଗଲା ୪ଟି ବସ୍; ଅଗ୍ନିକାଣ୍ଡ ସମୟରେ ବସରେ ନଥିଲେ ଯାତ୍ରୀ

ରାୟଗଡ଼ା ଜିଲା ବିଷମକଟକ ବ୍ଲକର ବିଜୁ ପଟ୍ଟନାୟକ ବସ୍‌ଷ୍ଟାଣ୍ଡରେ ଜଣେ ମାଲିକଙ୍କର ୬ଟି ବସ୍‌ ରହିଥିଲା । ସେଥିରୁ ୪ଟି ବସ୍‌ ଜଳି ପାଉଁଶ ହୋଇଯାଇଛି।

ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚିଥିଲେ ହେଁ ନିଆଁକୁ ଆୟତ୍ତ କରିପାରିନାହିଁ। ଗାଡ଼ି ନଂ ଓଆର୍‌ ୦୮ ଏଚ୍‌ ୦୪୨୧, ଓଡି ୧୮ ୧୩୫୯, ଓଡି ୦୨ ଏସ୍‌ ୫୦୩୩। ଆଉ ଗୋଟିଏ ଗାଡ଼ି ପୂରା ଜଳି ଯାଇଥିବାରୁ ନମ୍ବର ଜଣାପଡ଼ିନାହିଁ। ଘଟଣାସ୍ଥଳରେ ବିଷମକଟକ ପୋଲିସ ପହଞ୍ଚି ତଦନ୍ତ କରୁଛି।

fire

ଖବର ପାଇଁ ଦମକଳବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ନିଆଁ ଲାଗିବାର କାରଣ ଏଯାଏଁ ସ୍ପଷ୍ଟ ହୋଇନଥିବାବେଳେ ନିଆଁ ଲାଗିଥିବା ସବୁ ବସ୍ ଜଣେ ମାଲିକଙ୍କର ବୋଲି ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+