ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା । ଏବେ ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି nbsp;ଡ୍ୟାମ୍ nbsp;ଜଳସ୍ତର nbsp;।