ବାଇକକୁ ପିଟିଲା ହାଇୱା ,ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ଢେଙ୍କାନାଳ : ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧୀନ ପିଙ୍ଗୁଆ ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ମା', ବାପା, ଝିଅ ଓ ପୁଅ ବୋଲି ଜଣାପଡିଛି । ସୁଚନାନୁସାରେ ଆଜି ଦ୍ୱିପ୍ରହରରେ ସ୍ୱାମୀ, ସ୍ତ୍ରୀଙ୍କ ସହ ୧୧ବର୍ଷୀୟ ପୁଅ ଓ ୫ବର୍ଷୀୟ ଝିଅ ଏକ ପଲସର ବାଇକ ଯୋଗେ ନିକଟସ୍ଥ ବନ୍ଧୁ ଘରକୁ ଯାଉଥିଲେ ।

acciident in dhenkanal

ସାମନା ପଟୁ ଆସୁଥିବା ହାଇୱା ଗାଡ଼ି ସହ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ସ୍ୱାମୀ, ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁଇ ଶିଶୁଙ୍କୁ ନିକଟସ୍ଥ ବରପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯିବା ପରେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ହାଇୱା ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଗାଡ଼ିକୁ ଜବତ କରିଛି ପୋଲିସ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+