ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର: ଅଗ୍ନିଶମ ଓ ଓଡ୍ରାଫ ଟିମ୍ ପକ୍ଷରୁ ଉଦ୍ଧାର ଉଦ୍ୟମ ଜାରି
ଗଣେଶ ମୂର୍ତ୍ତି ଭସାଣି ବେଳେ ବୁଡ଼ିଗଲେ ୪ ଛାତ୍ର । ଲକ୍ଷ୍ମୀପୋଷି ସୁବର୍ଣ୍ଣରେଖା ନଦୀରେ ବୁଡ଼ିଗଲେ +୨ର ୪ ଜଣ ଛାତ୍ର । ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର, ଆଉ ୨ ଜଣ ଛାତ୍ର ନିଖୋଜ । ଅଗ୍ନିଶମ ଓ ଓଡ୍ରାଫ ଟିମ୍ ପକ୍ଷରୁ ଉଦ୍ଧାର ଉଦ୍ୟମ ଜାରି । ୪ ଜଣ ଆଦର୍ଶ ବିଦ୍ୟାଳୟର ଛାତ୍ର ହୋଇଥିବା ବେଳେ, ଘରୋଇ ହଷ୍ଟେଲରେ ରହନ୍ତି ।













Click it and Unblock the Notifications