ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଚଳିତ ଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ମଧ୍ୟ ସୁଭଦ୍ରା ଯୋଜନାରେ ସାମିଲ ହୋଇଛନ୍ତି।













Click it and Unblock the Notifications